Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
କନିଷି ନିର୍ବାଚନୀ ପଡିଆରେ ପ୍ରଧାନମନ୍ତ୍ରୀ
ଓଡ଼ିଶାରେ ଏଥର ୨ଟି ଯଜ୍ଞ
ଅର୍ଗସ ବ୍ୟୁରୋ : ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କନିଷି ନିର୍ବାଚନୀ ସଭାରେ ଯୋଗଦେଇ ବିଜେଡି ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ । ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କଲେ ମୋଦି । କାଲି ମୁଁ ଅଯୋଧ୍ୟାରେ ଥିଲି, ରାମ ଲାଲାଙ୍କୁ ଦର୍ଶନ କରିଥିଲି । ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଭୂମିରେ ଆପଣଙ୍କ ଆଶୀର୍ବାଦ ପାଇଁ ଆସିଛି । ପ୍ରଭୁ ରାମଲାଲାଙ୍କ ମନ୍ଦିର କିଏ କରିଛ
ହାତରେ ଦୀପ ଥାଳି, ଫୁଲ ବର୍ଷା କରି ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ କଲେ ଅଯୋଧ୍ୟାବାସୀ
ଅର୍ଗସ ବ୍ୟୁରୋ: ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ କରିଛନ୍ତି । ରାମଲାଲାଙ୍କୁ ପୂଜା କରିବା ପରେ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ଏକ ରୋଡ ଶୋ କରିଛନ୍ତି । ମେ ୧୪ରେ ବାରାଣାସୀ ଲୋକସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିବାର କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ପ୍ରଭୁ ରାମଙ୍କର ଏହି ଦର୍ଶ