ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସୁନ୍ଦରଗଡ଼ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାନୁସାରେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୪୮ ଜଣ କୋଭିଡ ପଜିଟିଭ ଚିହ୍ନଟ।