ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ପୁରୀ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାନୁସାରେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୩୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ।
ଅର୍ଗସ ବ୍ୟୁରୋ: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମୁଛି। ହେଲେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି। ଆଜି ରାଜ୍ୟରେ ୨୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୬ଜଣ ରହିଛନ୍ତି ।