ଏହା ଥମିବାର ନାଁ ଧରୁନି। ଆଜି ବି ରାଜ୍ୟରେ ୮ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ପୁଣି ଭୟଭୀତ ଓଡ଼ିଶାବାସୀ। କେଉଁଦିନ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି ତ କେଉଁଦିନ ବଢ଼ୁଛି ସତ। କିନ୍ତୁ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି।
ରାଜ୍ୟରେ ଆଜି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ Covid19 ଯୋଗୁଁ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୨,୮୩୧ କୁ ବୃଦ୍ଧି ପାଇଛି। ଦିନକୁ ଦିନ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି।
Download Argus News App
