କୋରାପୁଟ ସାଂସଦଙ୍କ ସହ କଂଗ୍ରେସର ଏକ ପ୍ରତିନିଧି ଦଳ ବିବାଦୀୟ ହାଟ ସୁକୁ ଖଣି ଅଞ୍ଚଳ ପରିଦର୍ଶନ କରିଛନ୍ତି
ଆଜି ରାଜ୍ୟରେ ୪୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମୁଥିବାବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଲାଗୁନି ବ୍ରେକ। ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଭୁବନେଶ୍ଵର: ଭୁବନେଶ୍ଵର ଦୟା ବ୍ରିଜରେ ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର । ବେଆଇନ ବାଲି ଚାଲାଣ ଟ୍ରକକୁ ଧରିବାକୁ ତହସିଲଦାର ପିଛା କରିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମହିଳା ଓ ଶିଶୁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଚି । ଦୁର୍ଘଟଣା ପାଇଁ ଦାୟୀ ତହସିଲଦାରଙ୍କୁ କିଛି ସମୟ ଅଟକ ରଖିବା ପରେ ସ୍ଥାନୀୟ ଲୋକ
Download Argus News App
