ସୂଚନାନୁସାରେ, ୨୪ ଘଂଟାରେ ୬,୦୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ରାଜ୍ୟରେ କରୋନା ନେଇଛି ୪୪ ଜଣଙ୍କ ମୁଣ୍ଡ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୪ ଜଣଙ୍କର ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୩,୧୬୭ କୁ ବୃଦ୍ଧି ପାଇଛି। ଦିନକୁ ଦିନ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଯାହାକୁ ନେଇ ରାଜ୍ୟବାସୀ ଚିନ୍ତିତ ରହିଛନ୍ତି।
Download Argus News App
