ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୮, ବାଲେଶ୍ୱରରୁ ୬, କନ୍ଧମାଳରୁ ୪, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀରୁ ୩ ଲେଖାଏଁ, ଅନୁଗୁଳ, ଦେବଗଡ଼ ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, ସମ୍ବଲପୁର ଓ ଗଞ୍ଜାମରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।