ମୃତକଙ୍କ ମଧ୍ୟରୁ ସର୍ବାଧିକ ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ଗଞ୍ଜାମ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ପୁରୀ ଜିଲ୍ଲରାୁ ୫ଜଣ ଲେଖାଏଁ ରହିଥିବା ବେଳେ କଟକ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ବରଗଡ଼, ବଲାଙ୍ଗୀର, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଆଜି ରାଜ୍ୟରେ ୬୮ ଜଣଙ୍କ ମୁଣ୍ଡ ନେଇଛି କରୋନା

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନି । ଆଜି ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଓଡିଶାରେ ବନ୍ୟା ବିପତ୍ତି

ଅର୍ଗସ ନ୍ୟୁଜ: ଓଡିଶାରେ ବନ୍ୟା ବିପତ୍ତି । ବୁଡିଲାଣି ଅଧା ଓଡିଶା। ବେହାର ଲୋକଙ୍କ ସ୍ଥିତି। ପୁଣି ଏପଟେ ଚିନ୍ତା ବଢାଇଲାଣି ଆଉ ଏକ ଲଘୁଚାପ। ଗୋଟିଏ ପରେ ଗୋଟିଏ ଲଘୁଚାପ ଓଡିଶାକୁ ଗ୍ରାସ କରିବାରେ ଲାଗିଛି । ୧୯ରେ ଆଉ ଏକ ଲଘୁଚାପ ପ୍ରଭାବରେ ପୁଣି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ନେଇ ଚିନ୍ତାରେ ଲୋକେ। ଏପଟେ ଲଗାଣ ବର୍ଷ
Download Argus News App
