ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧,୨୫୮ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩, ୯୫, ୭୫୧ କୁ ବୃଦ୍ଧି ପାଇଛି। ମୋଟ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟା ୫, ୮୬, ୪୦୩ କୁ ହ୍ରାସ ପାଇଛି। ଆରୋଗ୍ୟ ହାର ୯୬.୭୫% କୁ ବୃଦ୍ଧି ପାଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୫୦, ୦୪୦ ନୂଆ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ଦିନକୁ ଦିନ ଦେଶରେ ଖସୁଛି ସଂକ୍ରମଣ ମାମଲା। ଯାହାକୁ ନେଇ ଦେଶବାସୀ ସାମାନ୍ୟ ଖୁସି ରହିଛନ୍ତି।
ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧,୨୫୮ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩, ୯୫, ୭୫୧ କୁ ବୃଦ୍ଧି ପାଇଛି। ମୋଟ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟା ୫, ୮୬, ୪୦୩ କୁ ହ୍ରାସ ପାଇଛି। ଆରୋଗ୍ୟ ହାର ୯୬.୭୫% କୁ ବୃଦ୍ଧି ପାଇଛି।
ନୂଆଦିଲ୍ଲୀ: ଆଉ କିଛି ସମୟର ଅପେକ୍ଷା। ଟନେଲରେ ଫସିଥିବା ଶ୍ରମିକ ହେବେ ଉଦ୍ଧାର । ଟନେଲ ଭିତରୁ ପସିଲା ଉଦ୍ଧାରକାରୀ ଟିମ୍।
ବର୍ତ୍ତମାନ ଉଦ୍ଧାରକାରୀ ଦଳ ଫସିଥିବା ଶ୍ରମିକଙ୍କ ପାଖରେ। ଟନେଲ ଭିତରୁ ରଶି ଆଉ ପାଇପ୍॥ ଶିଘ୍ର ଜଣଙ୍କ ପରେ ଜଣେ ପାଇପ୍ ଦ୍ୱାରା ହେବେ ଉଦ୍ଧାର । ଡ୍ରିଲିଂ କାମ ଶେଷ ହୋଇଥିବା ସୂଚନା।ଦୀର୍ଘ ୧୭ ଦିନ ପରେ ଦେଖିକ ଖୋଲା ଆକାଶ। ଫସିଥିବା ଶ୍ରମିକଙ୍କ ସମ୍ପର୍କୀୟ ମାନେ ଟନେଲ ବାହାରେ ଅନେଇ ରହିଛନ୍ତି କେତେବେଳ ଉଦ୍ଧାର ହେବେ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ବିରୋଧରେ ଆଜି ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଘେରୁଛି ବିଜେପି । ଯାଜପୁର ବିଜେପି ଜିଲ୍ଲାସଭାପତି ଗୌତମ ରାୟଙ୍କ ନେତୃତ୍ବରେ ପ୍ରାୟ ୫ ହଜାରରୁ ଉର୍ଦ୍ଧ୍ବ ଲୋକଙ୍କୁ ନେଇ ଆଜି ଦଶରଥପୁର ବ୍ଲକ ଘେରୁଚ୍ଛି ବିଜେପି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗରିବ ଲୋକଙ୍କ ଆବାସ ଲୁଟ ଠାରୁ ଆରମ୍ଭ କରି ଡି ଏମ୍ ଫଣ୍ଡକୁ ଭାଗ ବାଣ୍ଟ କରି ଖାଇବା, ବାର୍ଦ୍ଧକ୍ୟ ଭତ୍ତା ଲୁଟ, ପିଇବା ପାଣିର ସମସ୍ୟା ସହ ବର୍ଷକୁ ୧ ଲକ୍ଷ କୋଟି ଟଙ୍କାର ଦୁର୍ନୀତି ଘଟଣାରେ ଆଜି ଦଶରଥପୁର ବ୍ଲକ ଘେରୁଛୁ ବିଜେପି । ପାଖାପାଖି ୫ ହଜାର ଲୋକ ହତାରେ ଫ୍ଲାଗ କାର୍ଡ ଧରି ରାଜ୍ୟ ସରକାରଙ୍କ ଅନ୍ୟାୟ ଅନୀତି ବିରୋଧରେ ନାରା ଦେଇ ପଦଯାତ୍ରା କରି ବ୍ଲକ ଘେରୁଛି ବିଜେପି ।