ସେ କହିଛନ୍ତି ଯେ, ଯୁକ୍ତ ଦୁଇ ମୂଲ୍ୟାୟନ ନେଇ ସମସ୍ୟା ରହୁଛି। 20 ଜିଲ୍ଲାରେ ସଟ ଡାଉନ ପାଇଁ ଶିକ୍ଷକମାନେ ମୂଲ୍ୟାୟନ କେନ୍ଦ୍ର ଆସି ପାରୁନାହାନ୍ତି। ମୁଖ୍ୟ ଶାସନ ସଚିବଙ୍କୁ ପତ୍ର ଲେଖିବୁ। ଜିଲ୍ଲାପାଳମାନଙ୍କୁ ଅବଗତ କରେଇବେ କିପରି ମୂଲ୍ୟାୟନ ଠିକ ଭାବେ ହେବ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି।
କରୋନା କଟକଣା ମଧ୍ୟରେ ସରିଲା ମାଟ୍ରିକ ମୂଲ୍ୟାୟନ
ଜାଲ ସାର୍ଟିଫିକେଟ ଦେଇ ଚାକିରୀ କରିବା ଅଭିଯୋଗରେ ପ୍ରଧାନ ଶିକ୍ଷକ ନିଲମ୍ବିତ

କେନ୍ଦୁଝର: ଜାଲ ସାର୍ଟିଫିକେଟ ଦେଇ ଚାକିରୀ କରିବା ଅଭିଯୋଗରେ ପ୍ରଧାନ ଶିକ୍ଷକ ନିଲମ୍ବିତ । କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅନ୍ତର୍ଗତ ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ବେହେରା ନିଲମ୍ଵିତ ହୋଇଛନ୍ତି । ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ନିଲମ୍ବିତ କରାଯିବା ସହ ନିଲମ୍ବନ ଅବଧିରେ ସେ ଜିଲ୍ଲା ଶିକ୍ଷାଅଧିକାରୀଙ୍
Download Argus News App
