ଭାରତରେ ମୁଣ୍ଡପିଛା ବାର୍ଷିକ ନଷ୍ଟ ହେଉଛି 50 କେଜି ଖାଦ୍ୟ ।
ଭୁବନେଶ୍ଵର: ସ୍କୁଲ ଫି ଛାଡ ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆମ ପାଖରେ ପହଞ୍ଚି ନାହିଁ । ଏ ସମ୍ପର୍କରେ ଗଣମାଧ୍ୟମରୁ ଖବର ପାଇଛୁ । କୋର୍ଟଙ୍କ ନିର୍ଦ୍ଦେଶ ମିଳିବା ପରେ ବିଭାଗ ସହ ତର୍ଜମା କରି ନିଷ୍ପତ୍ତି ନେବୁ।
ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଆଜି ନୟାଗଡ଼ ଗସ୍ତ କରିଛନ୍ତି। ନୟାଗଡ଼ ଗସ୍ତ ସମୟରେ ଖୋର୍ଦ୍ଧା ବିଜେବି ହାଇସ୍କୁଲ ଓ ବାଳିକା ହାଇସ୍କୁଲ ପରିଦର୍ଶନ କରିଛନ୍ତି।