ତେବେ ଉଭୟ ଖଣ୍ଡାଲାରେ ଥିବା ସୁନିଲ ସେଟ୍ଟୀଙ୍କ ବଙ୍ଗଳାରେ ବିବାହ କରିବେ ବୋଲି ସୂଚନା ମଳିଛି । ତେବେ ମୋଟ ୨୦୦ ଅତିଥି ଏହି ବିବାହ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଯେଉଁଥିରେ ରାହୁଲ ଏବଂ ଆଥିୟା ଉଭୟଙ୍କର ଶହେ ଲେଖାଏଁ ଅତିଥି ସାମିଲ ହେବେ । ତେବେ ସାମିଲ ହେବାକୁ ଥିବା ଅତିଥିମାନେ ଏହି ଉତ୍ସବର କୌଣସି ଫଟୋ ଏବଂ ଭିଡିଓ ସେୟାର କରିବାକୁ ଅନୁମତି ଦିଆଯାଇନାହିଁ । ଏପରିକି ଉତ୍ସବକୁ ଯିବା ପୂର୍ବରୁ ସେମାନଙ୍କ ଠାରୁ ତାଙ୍କ ସ୍ମାର୍ଟଫୋନ ରଖିଦିଆଯିବ ବୋଲି ସୂଚନା ମିଳିଛି ।
ମନୋରଞ୍ଜନ ଖବର ଆହୁରି ପଢ଼ନ୍ତୁ ।