ପ୍ଲାଷ୍ଟିକ ସର୍ଜରୀ କରିବା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଯେଉଁଥିପାଇଁ କନ୍ନଡ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୨୧ ବର୍ଷ ବୟସ ହୋଇଥିଲା ।
ରିପୋର୍ଟରୁ ଜଣାପଡିଛି ଯେ, ନିଜ ଶରୀରରୁ ଚର୍ବି କମାଇବା ପାଇଁ ସେ ପ୍ଲାଷ୍ଟିକ ସର୍ଜରୀ କରୁଥିଲେ । ତେବେ ସର୍ଜରୀରେ କିଛି ତ୍ରୁଟି ହେତୁ ଫୁସଫୁସରେ ସମସ୍ୟା ହୋଇଛି । ଫଳରେ ତାଙ୍କର ମୃତ୍ୟୁ ହୋଇଛି ।