ବର୍ତ୍ତମାନ ସମୟରେ ବିଜୟ ତାଙ୍କର ଆଗମୀ ଫିଲ୍ମ ‘ଦି ଗ୍ରେଟେଷ୍ଟ ଅଫ୍ ଅଲ୍ ଟାଇମ୍’ର ଶୁଟିଂରେ ବ୍ୟସ୍ତ ରହିଛନ୍ତି । ଫିଲ୍ମ ଗିଲ୍ଲୀକୁ ନେଇ ନିର୍ମାତାଙ୍କ ସହିତ ଆଲୋଚନା କରିଥିଲେ । ଅଭିନେତାଙ୍କୁ ସମ୍ମାନିତ କରାଯାଇ ବେକରେ ଏକ ଫୁଲ ହାର ପିନ୍ଧାଯାଇଥିଲା । ଉକ୍ତ ଫଟୋ ସୋସିଆଲ ମିଡ଼ିଆରେ ଦ୍ରୁତ ଭାବେ ଭାଇରାଲ ହୋଇଯାଇଥିଲା । ସେହି ଫଟୋରେ ବିଜୟଙ୍କର ହାତରେ କିଛି ଆଘାତ ଲାଗିଥିବା ଦେଖାଯାଇଥିଲା । ବର୍ତ୍ତମାନ ସେ ସୁସ୍ଥ ଥିବା ଜଣାପଡିଛି।
ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର: