ମଦ ମାଫିଆଙ୍କ ଉପରେ ମୋର ସନ୍ଦେହ ହେଉଛି..
ଭୁବନେଶ୍ୱର: ପରଲୋକରେ ବିଶିଷ୍ଟ ଓଡ଼ିଆ ଅଭିନେତା ରବି ମିଶ୍ର । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ହୃଦ୍ଘାତ ଯୋଗୁଁ ଦେହାନ୍ତ ଘଟିଛି । ଉଭୟ ମଞ୍ଚ ଏବଂ ସିନେମାରେ ତାଙ୍କ ନିଖୁଣ ଅଭିନୟ ଦେଖିବାକୁ ପାଇଛନ୍ତି ଦର୍ଶକ । ଏହା ସହିତ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମଧ୍ୟ ପାଇଛନ୍ତି। ତାଙ୍କ ଦେହାନ୍ତରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି।