କଟକ ଖାନନଗର ନେତାଜୀ ବସ ଟର୍ମିନାଲକୁ ନେଇ କଟକ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା
ଭୁବନେଶ୍ଵର: ରାଜ୍ୟରେ ଆଜି ମୋଟ ୧୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୩ ଲକ୍ଷ ୨୮ ହଜାର ୬୨୨ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛନ୍ତି।
ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩୦ ଜଣ ସୁସ୍ଥ ହୋଇଥିବା ବେଳେ ମୟୁରଭଞ୍ଜରୁ ୧୯, ବଲାଙ୍ଗୀରରୁ ୧୫, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ୧୦, ବରଗଡ଼ ଓ ଝାରୁସୁଗୁଡ଼ାରୁ ୯, ଅନୁଗୁଳ ଓ ଯାଜପୁର ୮, କଟକ ଓ କେନ୍ଦୁଝରରୁ ୬, ଜଗତ୍ସିଂହପୁରରୁ ୫, ଗଞ୍ଜାମରୁ ୩, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର ଓ ସୋନପୁରରୁ ୨, କୋରାପୁଟ, ନୟାଗଡ଼ ଓ ନୂଆପଡ଼ାରୁ ୧ ଏବଂ ଷ୍ଟେଟ୍ ପୁଲରୁ ୫ ଜଣ ସୁସ୍ଥ ହୋଇଛନ୍ତି।