ଲାଗୁହେବାକୁ ଯାଉଛି ନାଇଟ୍ କର୍ଫ୍ୟୁ...
ଭୁବନେଶ୍ଵର: ରାଜ୍ୟରେ ଆଜି ମୋଟ ୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୩ ଲକ୍ଷ ୨୮ ହଜାର ୪୫୨ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛନ୍ତି।
ଅନୁଗୁଳରୁ ସର୍ବାଧିକ ୩୪ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୨୬, ସମ୍ବଲପୁରରୁ ୧୬, ବଲାଙ୍ଗୀରିରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୦, କେନ୍ଦ୍ରାପଡ଼ାରୁ ୯, ବରଗଡରୁ ୮, କଟକରୁ ୬, ପୁରୀରୁ ୬, କେନ୍ଦୁଝରରୁ ୫, ମୟୂରଭଞ୍ଜରୁ ୫, ଦେବଗଡରୁ ୪, ଜଗତସିଂହପୁରରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, ଗଜପତିରୁ ୩, କଳାହାଣ୍ଡିରୁ ୩, ବୌଦ୍ଧରୁ ୨, ନୂଆପଡାରୁ ୨, ଗଞ୍ଜାମରୁ ୧, ମାଲକାନାଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।