ସାରା ବିଶ୍ବରେ ପ୍ରସିଦ୍ଧ ପ୍ରଭୁ ଜଗନ୍ନାଥ
ଭୁବନେଶ୍ଵର: ରାଜ୍ୟରେ ଆଜି ମୋଟ ୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୩ ଲକ୍ଷ ୩୩ ହଜାର ୩୨୦ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛନ୍ତି।
ଖୋର୍ଦ୍ଧାରୁ ସର୍ବାଧିକ ୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୦, ବାଲେଶ୍ବରରୁ ୭, ବରଗଡ଼ରୁ ୫, ଝାରସୁଗୁଡ଼ାରୁ ୫, ନୂଆପଡ଼ାରୁ ୫, ସମ୍ବଲପୁରରୁ ୫, କଟକରୁ ୪, ପୁରୀରୁ ୪, ସୁବର୍ଣ୍ଣପୁରରୁ ୪, ରାୟଗଡ଼ାରୁ ୩, ପୁରୀରୁ ୪, ସୁବର୍ଣ୍ଣପୁରରୁ ୪ ଜଣ, ରାୟଗଡ଼ାରୁ ୩ ଜଣ, ଗଞ୍ଜାମରୁ ୨, ଯାଜପୁରରୁ ୨ , ମୟୂରଭଞ୍ଜରୁ ୨, ଅନୁଗୁଳରୁ ୧ , ବଲାଙ୍ଗୀରରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।