ସମ୍ବଲପୁରରୁ ସର୍ବାଧିକ ୩୨ ଜଣ ସୁସ୍ଥ ହୋଇଥିବା ବେଳେ ନୂଆପଡ଼ାରୁ ୧୯, ଯାଜପୁରରୁ ୧୦, ସମ୍ବଲପୁରରୁ ୧୦, କଟକରୁ ୭, ବାଲେଶ୍ବରରୁ ୬, କଳାହାଣ୍ଡିରୁ ୫, ଝାରସୁଗୁଡାରୁ ୪, ପୁରୀରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ବଲାଙ୍ଗୀରିରୁ ୩, ମୟୂରଭଞ୍ଜରୁ ୩, ଦେବଗଡ଼ରୁ ୨, ଗଜପତିରୁ ୨, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ ୨, ଭଦ୍ରକରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ଆଜି ମୋଟ ୧୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ଵର: ରାଜ୍ୟରେ ଆଜି ମୋଟ ୧୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୩ ଲକ୍ଷ ୩୨ ହଜାର ୪୯୯ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛନ୍ତି।
Download Argus News App
