ସମ୍ବଲପୁରରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇଥିବା ବେଳେ, ବାଲେଶ୍ବର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ, ଖୋର୍ଦ୍ଧାରୁ ୬ ଜଣ, ଅନୁଗୁଳ ଓ ଯାଜପୁରରୁ ୪ ଜଣ ଲେଖାଏଁ, କଟକ, ଢ଼େଙ୍କାନାଳ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, ନବରଙ୍ଗପୁର ଓ ପୁରୀରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଗଜପତି, କୋରାପୁଟ, ସୋନପୁରରୁ ଜଣେ ଲେଖାଏଁ ଓ ଷ୍ଟେଟ୍ ପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ଆଜି ମୋଟ ୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ
Download Argus News App
