୨୮. ଗୁରୁବାର
ମେଷ-
ଅଶ୍ୱନୀ- ନୂତନ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଅଧିକ ଉନ୍ନତି କରିବେ । ଆର୍ଥିକ ସ୍ଥିତି ସୁଦୃଢ ହେବ । ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ହୋଇପାରନ୍ତି ।
ଦ୍ୱିଜା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଆଗ୍ରହି ହେବେ । ରାଜନୀତିରେ ପଦ ମର୍ଯ୍ୟାଦା ହରାଇପାରନ୍ତି ।
କୃତିକା- ମାନସିକ ଚାପ ବଢିବ । ବୃଥା କାର୍ଯ୍ୟରେ ସମୟ କଟାଇବେ । ଧର୍ଯ୍ୟ ଧରି କାର୍ଯ୍ୟ କଲେ ସଫଳ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ଦେହ ଓ ମନ ଭଲ ରହିବ । କାର୍ଯ୍ୟରେ ସଫଳତା ମିଳିବାରୁ ଆପଣଙ୍କ ମନ ପ୍ରଶଂନ୍ନ ରହିବ । ଆୟରେ ଉନ୍ନତି ଘଟିବ ।
ରୋହିଣୀ- ପଢାପଢି ଖେଳ କୁଦରେ ପ୍ରଶଂସା ମିଳିପାରେ । ଶତୃମାନଙ୍କ କାଯ୍ରରୁ ଲାଭ ମିଳିବ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟିହେବ ।
ମୃଗଶିରା- ସମ୍ମାନ ହାନି ଘଟିପାରେ । ଚାକିରିରେ ସେବାକୁ ବିସ୍ତାର କରିବା ପାଇଁ ଚେଷ୍ଟା କରିବେ । ଭୂମି ଲାଭର ସୂଚନା ମିଳିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । କମ୍ ପରିଶ୍ରମରେ ଆଶଜନକ ଫଳପ୍ରାପ୍ତି ହେବ । ପୁରୁଣା ରୋଗରୁ ସାମାନ୍ୟ ଉପସମ ମିଳିବ ।
ଆଦ୍ରା- ଲୋକମାନେ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରିପାରନ୍ତି । ହୋଟେଲ୍ ବାସୀଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ।
ପୁନର୍ବସୁ- ପୁରୁଣା ଭୁଲ୍ ପାଇଁ ମାନସିକ ଚାପ ବୃଦ୍ଧି ପାଇବ । ଦୀର୍ଘଦିନର ଆଶା ପୂରଣ ହୋଇପାରେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ ।
ପୁଷ୍ୟା- କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ୟ୍ୟରେ ନିୟୋଜିତ ହୋଇପାରନ୍ତି
ଅଶ୍ଳେଷା- ସମ୍ପତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । ଯାନବାହନରୁ ପତନର ଯୋଗ ରହିଅଛି । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।
ପୂ- ଫାଲ୍ଗୁନୀ- ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।
ଉ- ଫାଲ୍ଗୁନୀ- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧର୍ୟ୍ୟର ସହିତ ସବୁ କାର୍ୟ୍ୟକୁ ସମାଧାନ କରିପାରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ହସ୍ତା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଚିତ୍ରା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ ।
ସ୍ୱାତୀ- ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।
ବିଶାଖା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ ।ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମନୋରଞନ କାର୍ୟ୍ୟରେ ଅଶାନ୍ତି ଉପୁଜିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ବିଶାଖା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି ।
ଅନୁରାଧା- ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ କ୍ଷ ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ
ଜ୍ୟୋଷ୍ଠା- ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।
ପୂ, ଷାଢା- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।
ଉ, ଷାଢା- ମାଲିମକଦ୍ଦମାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର
ଉ, ଷାଢା- ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ । କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ ।
ଶ୍ରବଣା- ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।
ଧନିଷ୍ଠା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ
ଧନିଷ୍ଠା- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି
ଶତଭିଷା- ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ
ପୂ, ଭାଦ୍ରପଦ- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ
ପୂ, ଭାଦ୍ରପଦ- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ୟ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ ।
ଉ, ଭାଦ୍ରପଦ- ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।
ରେବତୀ- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ବୃଂ ବୃହସ୍ପତୟେ ନମଃ ଜପ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: