ମେଷ-
ଅଶ୍ୱନୀ- ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ।
ଦ୍ୱିଜା- ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।
କୃତିକା- ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
କୃତିକା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ
ରୋହିଣୀ- ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ
ମୃଗଶିରା- ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ମୃଗଶିରା- ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ । ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ ।
ଆଦ୍ରା- ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ । ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ପୁନର୍ବସୁ- ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । କଚେରି ମାମଲା ମନ୍ଥର ହୋଇପାରେ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ
ପୁଷ୍ୟା- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଅଶ୍ଳେଷା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ । ଭାଙ୍ଗିପଡିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କରି ସଫଳ ହୋଇପାରନ୍ତି
ପୂ- ଫାଲ୍ଗୁନୀ- ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ।
ଉ- ଫାଲ୍ଗୁନୀ- ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଛାତ୍ରମାନେ ଶିକ୍ଷା ସମ୍ବନ୍ଧୀୟ ସୂଚନା ମଧ୍ୟ ପାଇବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ
ହସ୍ତା- ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ
ଚିତ୍ରା- ଜମି କ୍ରୟ କରି ଖୁସି ରହିବେ । ମହିଳା ମାନେ ପରିବାରରେ ପୁଷ୍ଟି ସାଧନ କରିବେ । କୈାଣସି କଥାକୁ ନେଇ ଅଧିକ ଭାବୁକ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।
ସ୍ୱାତୀ- ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ ।
ବିଶାଖା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।
ବିଛା-
ବିଶାଖା- ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ବ୍ୟପାର ବୃର୍ତିରେ ପ୍ରଗତି ହେବ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ
ଅନୁରାଧା- କୈାଣସି ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । ପ୍ରେମ ଜୀବନ ଭଲ ରହିବ
ଜ୍ୟୋଷ୍ଠା- ଆୟନୀ , ଅଦାଲତରେ ଜଡିତ ରହିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନ ଲାଭର ଯୋଗ ଅଛି । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ମୂଳା- ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ ।
ପୂ, ଷାଢା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଉ, ଷାଢା- କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମନ ମୁତାବକ ଭୁମି ଚୟନ କରି ତାକୁ କ୍ରୟ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର
ଉ, ଷାଢା- ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।
ଶ୍ରବଣା- ରାଜନିତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ସ୍ଥାପନ ହେବ
ଧନିଷ୍ଠା- ଅଦାଲତରୁ ଶୁଭଫଳ ପାଇବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା- ପ୍ରେମ ଜୀବନ ଭଲ ରହିବ । ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୈାଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି
ଶତଭିଷା- ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ
ପୂ, ଭାଦ୍ରପଦ- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ
ପୂ, ଭାଦ୍ରପଦ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ
ଉ, ଭାଦ୍ରପଦ- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ
ରେବତୀ- କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ଖାଇବାକୁ ଦିଅନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: