ମେଷ-
ଅଶ୍ୱନୀ- ପାରିବାରିକ ସମସ୍ୟାର ଅନ୍ତ ଘଟିବ । ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ୟ୍ୟ କରିବେ ।
ଦ୍ୱିଜା- ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ
କୃତିକା- ଦୂରତା ଯାତ୍ରା ଏବଂ କିଛି ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ ।
ରୋହିଣୀ- ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ। ରାଜନେତାଙ୍କ ସାହାର୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ
ମୃଗଶିରା- ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା, ଏବଂ ଅତ୍ୟଧିକ ନିଦ ଆସିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ ।
ଆଦ୍ରା- କାର୍ୟ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ସଭାସମିତିରେ ସୀମାରେ ନରହିଲେ ଆଗକୁ ଅସୁବିଧାର ସାମ୍ନା କରିବାକୁ ପଡିବ କ୍ଷ
ପୁନର୍ବସୁ- ରାଜନୀତିରେ ଚାପରେ ଗତିକରିବେ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ପରିବାରରେ ଥିବା ମତାନ୍ତର- ମନାନ୍ତରରେ ପରିଣତ ହୋଇପାରେ ।
ପୁଷ୍ୟା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଅଶ୍ଳେଷା- ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ
ପୂ- ଫାଲ୍ଗୁନୀ- କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ ।
ଉ- ଫାଲ୍ଗୁନୀ- ସମ୍ପତି ଲାଭ ହୋଇପାରେ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପତି ରହିପାରେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା
ଉ , ଫାଲଗୁନୀ – ଚାକିରୀ କ୍ଷେତ୍ରରେ ଶ୍ରମ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ
ହସ୍ତା – ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର୍ୟ୍ୟ ହେବେ । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ୟ୍ୟରୁ ପ୍ରଂଶସିତ ହେବେ ।
ଚିତ୍ରା – ଭୂ-ସମ୍ପତି କିଣିବା ର ଯୋଗ ରହିଛି । କୈାଣସି ଅଜଣା ବ୍ୟକ୍ତି ସାହାର୍ୟ୍ୟର ହାତ ବଢାଇବେ । ନୂତନ ଦ୍ରବ୍ୟ କ୍ରୟ କରିବାର ସୁଯୋଗ ଆସିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ପାରିବାରିକ ସହମତିରେ କାର୍ୟ୍ୟ ସିଦ୍ଧି ଘଟିପାରେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ
ସ୍ୱାତୀ- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ ।
ବିଶାଖା- ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ । ମହିଳାମାନେ ପରିବାର ସହିତ ହସ ଖୁସିରେ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା
ବିଶାଖା – ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ୟ୍ୟ କରିବେ । ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି
ଅନୁରାଧା – ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ
ଜ୍ୟେଷ୍ଠା – ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଧନୁ-
ମୂଳା- ଆପଣଙ୍କ ଧ୍ୟାନ ଧର୍ମ କାର୍ୟ୍ୟରେ ଲାଗି ରହିବ । କାର୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ
ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ
ଉ, ଷାଢା- ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର
ଉ , ଷାଢା - ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ
ଶ୍ରବଣା – ବ୍ୟବସାୟରେ ଅଚାନକ ଧନ ଲାଭ ହୋଇପାରେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ ଆର୍ଥୀକ ଲାଭ ମିଳିବ
ଧନିଷ୍ଠା –ପର୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଦାମ୍ପତ୍ୟ ଜୀବନରେ ଅନ୍ୟ କଥାକୁ ନେଇ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା- ପାରିପାରିକ ଜୀବନ ସୁଖମୟ ହୋଇପାରେ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ ।
ଶତଭିଷା- ନୂତନ ଯୋନଜାକୁ କାର୍ୟ୍ୟକାରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ
ପୂ, ଭାଦ୍ରପଦ- ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ । ଭୂ-ସମ୍ପତି କିଣିବାର ଯୋଗ ରହିଛି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ
ପୂ , ଭାଦ୍ରପଦ - ମାନସିକ ସୁସ୍ଥତା ରହି ନପାରେ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି
ଉ , ଭଦ୍ରପଦ - ଆଜି ବ୍ୟବସାୟରେ ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରିବାକୁ ପଡିବ । ଲେଖାପଢାରେ ସୁଫଳ ପାଇବେ । ରାଜନିତିରେ ମନ ଚାହୁଁଥିବା ପଦବୀ ମିଳିପାରେ
ରେବତୀ – କାରବାରରେ ସଫଳତା ପାଇବେ । ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ସୂର୍ୟ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: