ବୃଷ-
ଏକାଧିକ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ପାରିବାରିକ ସ୍ତରରେ ଜିଦ୍ଖୋର ପ୍ରକୃତିରୁ ଅନର୍ଥ ସୃଷ୍ଟି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅ
କର୍କଟ-
ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ନିଷ୍ପତି ମୂଳକ କାର୍ୟ୍ୟରେ ଆଗପଛ ହୋଇ ପାରନ୍ତି । ପୁରୁଣା ସମସ୍ୟା ତୁଟିଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ପ୍ରତିଯୋଗୀତା କ୍ଷେତ୍ରରେ ବିଜୟୀ ହେବେ ଓ କଚେରି ମାମଲା ସପକ୍ଷରେ ଯିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ଶତ୍ରୁତା ମନୋଭାବ ପୋଷଣ କରି କର୍ମ କ୍ଷେତ୍ରରେ କେହି ପ୍ରତିବାଦର ସ୍ୱର ଉତ୍ତୋଳନ କରିପାରନ୍ତି । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ବନ୍ଧୁଙ୍କ ସାହାଯ୍ୟରେ କାମ ହାସଲ କରିବେ । ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ସୁବିଧାରେ ପାଇଯିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ମାଲିମକନ୍ଦମାରେ ସାମାନ୍ୟ ସଫଳତା ମିଳିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ଇ୍ୟବସାୟରେ ଆଶା ଅନୁଯାୟୀ ଫଳ ମିଳିବ । ଆଇନ, ଅଦାଲତ ସଫଳତା ଯୋଗୁ ମନ ଖୁସି ରହିବ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, କ୍ଷେତ୍ରରୁ ଶୁଭଫଳ ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ । ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର୍ୟ୍ୟରେ ରୁଚି ବଢିବ । ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ
ମୀନ-
କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି । ବ୍ୟକ୍ତିମାନେ ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ। ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର