ବୃଷ-
ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ରୋଜଗାର ହିନ ବ୍ୟକ୍ତିଙ୍କୁ ରୋଜଗାରର ସୁଯୋଗ ମିଳିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ଦାମ୍ପତ୍ୟ ଜୀବନରେ ସାମଞସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ଯେଉଁ କାମ କରିବାକୁ ଚାହିବେ ତାହା ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରୁଥିଲେ ବି କର୍ମ ତତ୍ପର ରହିବେ । ଚାକିରିଆ ବ୍ୟକ୍ତି ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ଓ ଆର୍ଥିକ ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ସକଳ ଗୁଣର ଆଧାର ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ । ଛାତ୍ରଛାତ୍ରି ମାନେ ଉଚ୍ଚଭିଳାଷୀ ହେବେ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ବୈବାହିକ ଜୀବନରେ ମଧୁରତା ଆସିପାରେ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି । ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ଉତ୍ସାହିତ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ