ସିଂହ-
ମଘା- ପରିବାରରେ ଭୁଲ୍ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ । ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ।
ପୂ- ଫାଲ୍ଗୁନୀ- ବାଧ୍ୟ ବାଧକତାରେ ନାହିଁ କରି ନ ପାରି ଦୂରଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତିରୁ ମନ ଖୁସି ରହିବ।
ଉ- ଫାଲ୍ଗୁନୀ- ଟିକିଏ ଟିକିଏ କଥାରେ ରାଗି ଯାହା ମନକୁ ଆସିଲା କହି ପକାଇବା ଦ୍ୱାରା କିଛି ସମସ୍ୟା ଆସିପାରେ। ଆତ୍ମୀୟମାନେ ଆପଣଙ୍କ କାମକୁ ସୁଗମ କରିପାରନ୍ତି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- କାର୍ୟ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ
ହସ୍ତା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନୀତିରେ କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି
ଚିତ୍ରା- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ
ତୁଳା-
ଚିତ୍ରା- ବ୍ୟୟବୃଦ୍ଧି, ରୋଗପୀଡ଼ା ଓ ପରୋକ୍ଷ ଶତ୍ରୁତା ବିଷୟରେ ଚିନ୍ତିତ କରାଇବ। ନିକଟ ସମ୍ପର୍କୀୟଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ଭାବରୁ ମନକୁ ସାନ୍ତ୍ୱନା ମିଳିଯିବ
ସ୍ୱାତୀ- ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନରେ ମଧ୍ୟ ଉନ୍ନତି କରିବେ । ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ
ବିଶାଖା- ଅସୁବିଧା ମଧ୍ୟରେ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ସାମାଜିକ ସ୍ତରରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ
ଅନୁରାଧା- କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ
ଜ୍ୟୋଷ୍ଠା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମନ୍ଦାର ଫୁଲକୁ ସୂର୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ମୂଳା- ଧାର୍ମିକ ବାତାବରଣ, ସାଙ୍ଗଠନିକ କାର୍ଯ୍ୟ କିମ୍ବା ସାମୂହିକ କାମରେ ତତ୍ପରତା ପ୍ରକାଶ କରିବେ। ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ
ପୂ, ଷାଢା- ମାଲି ମକଦ୍ଦମା, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ,କ୍ଷେତ୍ରରୁ ଶୁଭଫଳ ପାଇବେ।କୌଣସି ମୂଲ୍ୟବାନ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି।
ଉ, ଷାଢା- ଭଲ ସମ୍ପର୍କ ନ ଥିବା କାରଣରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, ଓ ପ୍ରଶାସନିକ ସ୍ତରରେ ସଫଳତା ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର
ଉ, ଷାଢା- ନିଜ କାର୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ
ଶ୍ରବଣା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ ।
ଧନିଷ୍ଠା- ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା- ଦୀର୍ଘଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ। କାରବାର ପ୍ରଶାସନ, ସାମ୍ବାଦିକତାରେ ପ୍ରଂଶସିତ ହେବେ ।
ଶତଭିଷା- ନିର୍ମାଣ କାର୍ୟ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଆଜିର ଯାତ୍ରା ଅବଶ୍ୟ ସଫଳ ହେବ।
ପୂ, ଭାଦ୍ରପଦ- କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ
ଉ, ଷାଢା- ନିଜ କାର୍ଯ୍ଯ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ
ଶ୍ରବଣା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ ।
ଧନିଷ୍ଠା- ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ…