ପୃଥିବୀର ନିମ୍ବ କକ୍ଷପଥରେ 72ଟି ଉପଗ୍ରହ ଉତକ୍ଷେପଣ ପାଇଁ ବ୍ରିଟେନର ନେଟୱର୍କ ଆକ୍ସେସ ଆସୋସିଏଟ୍ସ ଲିମିଟେଡ୍ ଇସ୍ରୋ ବାଣିଜ୍ୟିକ ୟୁନିଟ୍ ନ୍ୟୁସ୍ପେସ୍ ଇଣ୍ଡିଆ ଲିମିଟେଡ୍ ସହ ଚୁକ୍ତି ସ୍ୱାକ୍ଷର କରିଛି । ଏହି ଚୁକ୍ତି ଅନୁଯାୟୀ ଏକସାଙ୍ଗରେ 36ଟି ଉପଗ୍ରହ ମହାକାଶକୁ ଉତକ୍ଷେପଣ କରାଯାଇଛି । ଗତବର୍ଷ ଏହି ମିଶନରେ 36ଟି ସାଟେଲାଇଟ ସଫଳ ଭାବେ ଉତକ୍ଷେପଣ କରାଯାଇଥିଲା ।
#WATCH | Andhra Pradesh: The Indian Space Research Organisation (ISRO) launches India’s largest LVM3 rocket carrying 36 satellites from Sriharikota
(Source: ISRO) pic.twitter.com/jBC5bVvmTy — ANI (@ANI) March 26, 2023
ଭାରତ ଖବର ଆହୁରି ପଢ଼ନ୍ତୁ