ସେମାନଙ୍କ ସମର୍ପଣ ଓ ସମବେଦନା ଅନୁକରଣୀୟ । ଅନ୍ତର୍ଜାତୀୟ ନର୍ସ ଦିବସ ଏଭଳି ଏକ ଦିନ, ଯେବେ ଆମେ ନିଜ ନର୍ସିଙ୍ଗ୍ କର୍ମଚାରୀମାନଙ୍କ କାର୍ଯ୍ୟ ପାଇଁ ସେମାନଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରିଥାଉ ।
ଆଜି ଅନ୍ତର୍ଜାତୀୟ ନର୍ସ ଦିବସରେ ନର୍ସମାନଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଶଙ୍କରପୁରରେ ସିଏମସିର ଚଢଉ

କଟକ: ଅସ୍ଵାସ୍ଥ୍ୟକର ପରିବେଶରେ ତିଆରି ହେଉଛି ଗୁପଚୁପ୍ । କଟକ ଶଙ୍କରପୁରରେ ଚଢଉ କଲା ସିଏମସିର ଖାଦ୍ୟ ସୁରକ୍ଷା ବିଭାଗର କର୍ମଚାରୀ । ଘର ଆଗରେ ଡମ୍ପିଂ ୟାର୍ଡ ରହିଥିବାବେଳେ, ଘର ବାହାରେ ଚାଲିଛି ଗୁପଚୁପ୍ ତିଆରି । ଏହାସହ ଗୁପଚୁପ୍ ତିଆରି ବ୍ୟବହାର ହେଉଥିବା ପାଣି ଅତ୍ୟନ୍ତ ଅପରିସ୍କାର, ଗୁପଚୁପ ତିଆରି ହେଉଥିବା ତେଲ ମଧ୍ୟ ପୋଡା । ଏହାସହ ଗୁପଚୁପରେ ବ୍ୟବହା
Download Argus News App
