ଅଧିକ ପଢନ୍ତୁ: ଗାଜାର ସବୁଠୁ ବଡ଼ ଶରଣାର୍ଥୀ ଶିବିରରେ ଘନ ଘନ ରକେଟ ମାଡ଼
ଏବେ ଗାଜା ସହରକୁ ଇସ୍ରାଏଲ ସେନା ଘେରି ରହିଛି । ଏବେ କେବଳ ଉତ୍ତର ଏବଂ ଦକ୍ଷିଣ ଗାଜା ଅଲଗା ହୋଇଥିବାରୁ ଆହୁରି ଜୋରଦାର ଆକ୍ରମଣ କରିବାକୁ ଯାଉଛି ଇସ୍ରାଏଲ । ଆଇଡିଏଫ୍ ଏହା କହିଛି । ଇସ୍ରାଏଲ ଏବେ ଗ୍ରାଉଣ୍ଡ ଅପରେସନ କରୁଛି । ଏଥିରେ ୩୪ ଜଣ ଇସ୍ରାଏଲ ସେନା ପ୍ରାଣ ହରାଇଛନ୍ତି । ସେପଟେ ତୁର୍କୀରେ ପହଞ୍ଚିଛନ୍ତି ଆମେରିକାର ପ୍ରତିରକ୍ଷା ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ।
ବିଦେଶ ଖବର ଆହୁରି ପଢନ୍ତୁ