ଭାରତରେ ମୁଣ୍ଡପିଛା ବାର୍ଷିକ ନଷ୍ଟ ହେଉଛି 50 କେଜି ଖାଦ୍ୟ ।
ଅର୍ଗସ ବ୍ୟୁରୋ: ଆମେରିକାର 46ତମ ରାଷ୍ଟ୍ରପତି ଭାବେ ଶପଥ ନେଇଥିବା ଜୋ ବାଇଡେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେହପରି ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ଭାବେ ଶପଥ ନେଇଥିବା ଭାରତୀୟ ବଂଶୋଦ୍ଭବ କମଳା ହାରିସଙ୍କୁ ଶୁଭେଚ୍ଛ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ଟ୍ୱିଟ୍ କରି କହିଛନ୍ତି, ଏହା ଏକ ଐତିହାସିକ ମୂହୂର୍ତ୍ତ । କମଳା ହାରିସ ଆମେରିକାର ଉପରାଷ୍ଟ୍ରପତି ହେବା ପରେ ଆମେରିକା ଓ ଭାରତ ମଧ୍ୟରେ ସଂପର୍କ ଆହୁରି ସୁଦୃଢ ହେବ ।