ରିୟା କହିଛନ୍ତି, ‘ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରି ସେ ଗର୍ବ ଅନୁଭବ କରୁଛନ୍ତି। ଏଥିପାଇଁ ତାଙ୍କୁ ବହୁ ପରିଶ୍ରମ କରିବାକୁ ପଡ଼ିଛି। ପୂର୍ବ ବିଜେତାମାନଙ୍କଠାରୁ ସେ ଅନୁପ୍ରାଣିତ ହୋଇଥିଲେ ବୋଲି ରିୟା କହିଛନ୍ତି। ସଫଳତା ପାଇଁ ରିୟାଙ୍କୁ ସୋସିଆଲ ମିଡିଆରେ ବହୁ ସେଲିବ୍ରିଟି ଅଭିନନ୍ଦନ ଜଣାଇବା ସହ ‘ମିସ୍ ୟୁନିଭର୍ସ ୨୦୨୪’ ପ୍ରତିଯୋଗିତା ପାଇଁ ଶୁଭକାମନା ମଧ୍ୟ ଜଣାଇଛନ୍ତି।
ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର