ଟିମ ଇଣ୍ଡିଆର ବିଶ୍ୱକପ ଅଭିଯାନ ଅକ୍ଟୋବର ୨୩ରୁ ଆରମ୍ଭ ହେବ। ଟିମ୍ ଇଣ୍ଡିଆ ପ୍ରଥମ ମ୍ୟାଚ ପାକିସ୍ତାନ ବିରୋଧରେ ଖେଳିବ। ତେବେ ଏହା ପୂର୍ବରୁ ଟିମ୍ ଇଣ୍ଡିଆ ଆଗ ପର୍ଥରେ ପହଞ୍ଚିବ । ସେଠାରେ ୧୩ ତାରିଖରୁ ଦଳ ଦୁଇଟି ୱାର୍ମଅପ୍ ମ୍ୟାଚ୍ ଖେଳିବ ।
ଟିମ୍ ଇଣ୍ଡିଆର ବିଶ୍ୱକପ୍ ଦଳ : ରୋହିତ ଶର୍ମା (ଅଧିନାୟକ), କେ ଏଲ ରାହୁଲ (ଉପ-ଅଧିନାୟକ),ବିରାଟ କୋହଲି, ସୂର୍ଯ୍ୟକମାର ଯାଦବ, ଦୀପକ ହୁଡ୍ଡା, ରିଷଭ ପନ୍ତ, ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଆର ଅଶ୍ୱିନୀ, ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ ଓ ଅର୍ଶଦୀପ ସିଂହ
କ୍ରୀଡ଼ା ଖବର ଆହୁରି ପଢନ୍ତୁ ।