Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ନିର୍ବାଚନରେ ବାଧକ ସାଜିପାରେ ବର୍ଷା...
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତି ବିଜେଡିକୁ ମାନ୍ୟତା ବିଜେଡିର ସବୁ ସଦସ୍ୟ ମାନୁଛନ୍ତି କି ଦଳର ସମ୍ବିଧାନ ? ଖୋଦ୍ ବିଜେଡି ସଭାପତି ବି କରୁଛନ୍ତି ନିୟମର ଉଲଂଘନ ? ବିଜେଡି ସରକାର ଓଡ଼ିଶାରେ ଆଣିଛି ମଦର ବନ୍ୟା । ଏବେ ମଦ ପାଲଟିଛ
ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ବିଜେପି ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ୍ ପ୍ରଧାନମନ୍ତ୍ରୀ। ଏଥିପାଇଁ ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ମୋଦି । ରବିବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ । 20 ତାରିଖ ସକାଳ 8ଟାରୁ ପୁରୀରେ ପ୍ରଧାନମନ୍ତ୍ରୀଙ୍କ ରୋଡ଼ ସୋ। ପୁଣି ସେହି ଦିନ ଅନୁଗୁଳ ଓ କଟକରେ ବିଶାଳ ଜନସଭାକୁ ସମ୍ବୋଧନ କରିବ