Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ । ବିଜେପି ସମର୍ଥକଙ୍କୁ ନେଇ ମତଦାନ କେନ୍ଦ୍ରକୁ ଯାଉଥିବାବେଳେ ଭୁଜାଲି ଚୋଟରେ ଲହୁଲୁହାଣ ହୋଇଥିଲେ ଡ୍ରାଇଭର ବିଶ୍ଵନାଥ ମିର୍ଦ୍ଧା । ଚିକିତ୍ସାଧୀନ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କ
ମୋଦିଙ୍କ ଖୋଲା ଅଭିଯୋଗ ପରେ ଗରମ ହେଲା ରତ୍ନ ଚୋରି ପ୍ରସଙ୍ଗ
ପୁରୀ: ରତ୍ନ ଭଣ୍ଡାର ଚାବି ପଳାଇଛି କି ତାମିଲନାଡୁ ? ମୋଦିଙ୍କ ଖୋଲା ଅଭିଯୋଗ ପରେ ଗରମ ହେଲା ରତ୍ନ ଚୋରି ପ୍ରସଙ୍ଗ । ତାମିଲନାଡୁକୁ ରତ୍ନଭଣ୍ଡାର ଚାବି ନେଇଛି କିଏ ? । ନାଁ ନ ନେଇଥିଲେ ବି ପାଣ୍ଡିଆନଙ୍କ ଆଡକୁ ଇଙ୍ଗିତ କଲେ ମୋଦି । 24 ନିର୍ବାଚନର ରତ୍ନ ଭଣ୍ଡାର ହୋଇଛି ଲୋକଙ୍କ ପାଇଁ ବଡ ପ୍ରସଙ୍ଗ । ବିଜେପି ସରକାରକୁ ଆସିଲେ ରତ୍ନଭଣ୍ଡାର ସତ ସାମ୍ନାକୁ ଆସିବା ସହ କାହାକ