ଶୁକ୍ରବାର କାନପୁରରେ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳିକାଣ୍ଡରେ ୮ଜଣ ପୋଲିସ କର୍ମଚାରୀ ଶହୀଦ ହୋଇଥିଲେ। ସେହି ଦିନଠାରୁ ବିକାଶ ଫେରାର ଥିଲା । ବିକାଶଙ୍କୁ ଗିରଫ କରିବା ପାଇଁ କାନପୁର ପୋଲିସ ତାଙ୍କ ନାଁରେ ୫ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲା।
ଗିରଫ ହେଲା କାନପୁର ସୁଟ୍ଆଉଟ୍ର ମାଷ୍ଟରମାଇଣ୍ଡ ବିକାଶ ଦୁବେ

କାନପୁର: ଗିରଫ ହେଲା କାନପୁର ସୁଟ୍ଆଉଟ୍ର ମାଷ୍ଟରମାଇଣ୍ଡ ବିକାଶ ଦୁବେ। ମଧ୍ୟପ୍ରଦେଶର ଉଜ୍ଜେନରୁ ଗିରଫ କରିଛି ପୋଲିସ । ଜୁଲାଇ ୨ତାରିଖରେ କାନପୁରରେ ଘଟିଥିବା ସୁଟ୍ଆଉଟ୍ ଘଟଣାର ମାଷ୍ଟରମାଇଣ୍ଡ ଥିଲା ବିକାଶ ଦୁବେ । ଦୀର୍ଘ ଦିନ ହେଲା ପୋଲିସ ବିକାଶ ଦୁବେକୁ ଖୋଜୁଥିଲା । ଶେଷରେ ଆଜି ପୋଲିସ ବିକାଶକୁ ମଧ୍ୟପ୍ରଦେଶରୁ ଗିରଫ କରିଛି ।
ଆଜିଠୁ ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ରାଜନୀତିରେ ଆଜି ଗୁରୁତ୍ଵପୂର୍ଣ୍ଣ ଦିନ । ଆଜିଠୁ ଦୁଇ ଦିନିଆ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବା ବେଳେ ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଗୃହରେ ସଂଖ୍ୟା ଗରିଷ୍ଠତା ସାବ୍ୟସ୍ତ କରିବେ ସିନ୍ଦେ । ସଂଖ୍ୟା ଗରିଷ୍ଠତା ହାସଲ ପରେ ସିନ୍ଦେ ଅଢେଇ ବର୍ଷ ମୁଖ୍ୟମନ୍ତ୍ରୀ ପଦରେ ରହିବେ । ବିଜେପି ଓ ସିନ୍ଦେ ମେଣ୍ଟ ପକ୍ଷରୁ ବିଜେପି ବିଧାୟକ ରାହୁ
Download Argus News App
