ବିରଳ ଗରୁଡ଼ ପକ୍ଷୀ ଉଦ୍ଧାର...
ଅର୍ଗସ ବ୍ୟୁରୋ: ଆନ୍ଧ୍ରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ନେଲୋରରେ ଟେମ୍ପୁ ଓ ଟ୍ରକ ଧକ୍କାରେ 8 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 6 ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Andhra Pradesh: Eight dead and six injured after a tempo and lorry collided with each other near Damaramadugu village in Nellore district, earlier today. — ANI (@ANI) March 28, 2021