୨ଜଣ ସନ୍ଦିଗ୍ଧଙ୍କୁ ପୋଲିସ ଚିହ୍ନଟ କରିଛି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଅଟକ ରଖି ଜେରା କରିଛି ପୋଲିସ । ଏହି ପୁରା ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ଏହି ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଦିଲ୍ଲୀ ମହିଳା ଆୟୋଗ ମୁଖ୍ୟ ଶ୍ୱାତୀ ମାଲିୱାଲ । ଏଯାଏଁ ଏସିଡ୍ ବିକ୍ରିକୁ କାହିଁକି ବନ୍ଦ କରାଯାଇନାହିଁ ବୋଲି ପ୍ରଶ୍ନ ଉଠାଇଛନ୍ତି ଶ୍ୱାତୀ ।