ମେଟ୍ରୋରେ ବସିଥିବା ଜଣେ ଯାତ୍ରୀ ଏହାର ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିବା ପରେ ଏହା ଖୁବ୍ ଭାଇରାଲ ହେବାରେ ଲାଗିଛି । ଯାହାକୁ ଅନେକ ଲୋକ ନାପସନ୍ଦ କରିଛନ୍ତି । ଏହି ଭିଡିଓଟି ଦିଲ୍ଲୀର ଆନନ୍ଦ ବିହାର ମେଟ୍ରୋ ଷ୍ଟେସନର ବୋଲି କୁହାଯାଉଛି ।
ଦିଲ୍ଲୀ ମେଟ୍ରୋ ଭିତରେ ଏଭଳି ପ୍ରଥମ ଘଟଣା ନୁହେଁ, ପୂର୍ବରୁ ମଧ୍ୟ ଅନେକ ବାର ଏହିଭଳି ଘଟଣା ଦେଖିବାକୁ ମିଳିଥିଲା। ତେବେ ଏହି ଘଟଣା ପରେ ସୋଶାଲ ମିଡିଆରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
Another emotional video of Anand Vihar #delhimetro (OYO).
Maybe we have forgotten that love is blind, people are not.#HBDAtlee #ISKCON #ICCRankings #JustinTrudeau #Shubh #MindfulLiving #PeaceDay #CHEN #TejRan #ShafaliVerma pic.twitter.com/EKSJs2p54d — Postman (@Postman_46) September 21, 2023
ଆହୁରି ପଢନ୍ତୁ ଭାରତ ଖବର...