Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି- ପ୍ରଭାତୀ ପରିଡା
୫ଟି ବିଦ୍ୟାଳୟର ପ୍ଲାଷ୍ଟର ଖସି ୫ ଛାତ୍ରୀ ଆହତ
ଖୋର୍ଦ୍ଧା: ସରକାର ୫-ଟି ଯୋଜନାରେ ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ଏହା ଅନେକ କ୍ଷେତ୍ରରେ ଧର୍ମକୁ ଆଖିଠାର ସଦୃଶ ହୋଇଛି। ‌ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ଏହାର ଉକୃଷ୍ଟ ଉଦାହରଣ। ବ୍ଲକର କେତେକ ସ୍କୁଲରେ ନିମ୍ନମାନର କାମ ଯୋଗୁଁ ବିପଦକୁ ବରଣ କରିଛି। ଆଜି ଧଳାପଥର କଳା ପଥର ଛାତ୍ରୀ ଉଚ୍ଚ ବିଦ୍ୟାଳୟରେ ସ୍କୁଲ ଛାତରୁ ପ୍ଲାଷ୍ଟ
ଟ୍ବିନସିଟି ନୂଆ କମିଶନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବ ଦତ୍ତସିଂ
ଅର୍ଗସ ବ୍ୟୁରୋ: ଟ୍ବିନସିଟି ନୂଆ କମିଶନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବ ଦତ୍ତସିଂ । ସିପି ଅଫିସରେ ପହଁଚି ବିଧିବଦ୍ଧ ଭାବେ ନେଲେ ଦାୟିତ୍ବ । ପୋଲିସ ସେବା ଭବନରେ ନୂଆ ସିପିଙ୍କୁ ବିଧିବଦ୍ଧ ଦାୟିତ୍ବ ହସ୍ତାନ୍ତର କଲେ ବିଦାୟୀ ସିପି ସଞ୍ଜୀବ ପଣ୍ଡା । ରବିବାର ଆଇପିଏସ୍ ସ୍ତରରେ ବଡ଼ ଅଦଳବଦଳ କରିଥିଲେ ରାଜ୍ୟ ସରକାର ।