Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଆଜି ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ଅର୍ଗସ ବ୍ୟୁରୋ : ବିଜେପି ଫୋକସରେ ଓଡ଼ିଶା । ମଇଦାନ ମୁହାଁ କେନ୍ଦ୍ରୀୟ ନେତା । ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅପରାହ୍ନରେ ଭବାନୀପାଟଣାର ବାରାକ ହେଲିପ୍ୟାଡରେ ପହଞ୍ଚିବେ । ଲାଲବାହାଦୁର ଷ୍ଟାଡିଅମରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ । ଏହାପରେ ରାୟଗଡ଼ା ଜେଏସକୋ ପଡିଆରେ ଆୟୋଜିତ ଜନସଭାରେ ସାମିଲ୍ ହେବାର କାର୍ଯ୍ୟକ୍ରମ ରହିଛି
ନାବାଳିକାଙ୍କୁ ଗଣଦୁଷ୍କର୍ମ, ୮ ଜଣଙ୍କୁ ଅଟକ ରଖିଛି ପୋଲିସ
ବ୍ରହ୍ମପୁର : ଏକ ଘରୋଇ ଇଂରାଜୀ ମାଧ୍ୟମ ସ୍କୁଲର ନାବାଳିକା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ୮ ଯୁବକଙ୍କୁ ଅଟକ ରଖିଛି ପୋଲିସ୍। ଏପରି ଘଟଣା ବୈଦ୍ୟନାଥପୁର ଥାନା ଇଲାକାରେ ଘଟିଛି । ନାବାଳିକାଙ୍କ କିଛି ପୁରୁଷ ବନ୍ଧୁ ନାବାଳିକାଙ୍କୁ କୋଲ୍ଡ ଡ୍ରିଙ୍କରେ କିଛି ନିଶା ପଦାର୍ଥ ଦେଇ ଦୁଷ୍କର୍ମ କରିଥିବା ସୂଚନା ରହିଛି। ଅଧିକ ପଢନ୍ତୁ ଓଡିଶା ଖବର ଏହି ଘଟଣାରେ ୮ଜଣଙ୍କ