Be the first to know any news. You will get latest stories and video updates through the day. You can turn them off anytime.
ଅର୍ଗସ ବ୍ୟୁରୋ: ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ନବବର୍ଷ ର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଏହିବର୍ଷ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି।
ଓଡିଶା ଖବର ଆହୁରି ପଢନ୍ତୁ