ଡିସେମ୍ବର ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ସମେତ ୧୨ରୁ ଅଧିକ ମନ୍ତ୍ରୀଙ୍କ ମଧ୍ୟ ଶପଥ ପାଠ କରାଯିବ । ଏଥିଲାଗି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଶପଥଗ୍ରହଣ ଉତ୍ସଵରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ଗୁଜରାଟରେ ବୃହତ୍ତ ବିଜୟ ସହ କ୍ରମାଗତ ସପ୍ତମ ଥର ପାଇଁ ସରକାର ଗଢ଼ିବ ଭାରତୀୟ ଜନତା ପାର୍ଟି ।
ରାଜନୀତି ଖବର ଆହୁରି ପଢନ୍ତୁ