ଚାରିଆଡେ ଶୁଭେଚ୍ଛାର ସୁଅ । ସମସ୍ତଙ୍ଗ ମୁହୁଁରେ ହାପି ନ୍ୟୁଉ ଇୟର୍ । ଘରେ ବାହାରେ, ପରିବାର ସାଥିରେ, ସାଙ୍ଗସାଥୀ ମେଳରେ ଏକାଠି ହୋଇ 2024କୁ ସ୍ବାଗତ କରୁଛନ୍ତି ସମସ୍ତେ ।
ଅଧିକ ପଢନ୍ତୁ ଭାରତ ଖବର
ନୂଆଦିଲ୍ଲୀ: ସବୁଠି ନୂଆବର୍ଷର ଶୁଭେଚ୍ଛାର। ଟ୍ବିଟ୍ କରି ନବବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି। 2024 ମସିହା ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଆଣୁ ବୋଲି କଲେ ଶୁଭକାମନା। ଆଜି 2024ର ପହିଲି ସକାଳ। ନୂଆ ଆଶା, ନୂଆ ଆକାଂକ୍ଷା ଓ ନୂଆ ସ୍ବପ୍ନ ନେଇ ଆସିଛି। 2023କୁ ବିଦାୟ ଦେଇ ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦେଖୁଛି ପୁରା ଦେଶ ।
ଚାରିଆଡେ ଶୁଭେଚ୍ଛାର ସୁଅ । ସମସ୍ତଙ୍ଗ ମୁହୁଁରେ ହାପି ନ୍ୟୁଉ ଇୟର୍ । ଘରେ ବାହାରେ, ପରିବାର ସାଥିରେ, ସାଙ୍ଗସାଥୀ ମେଳରେ ଏକାଠି ହୋଇ 2024କୁ ସ୍ବାଗତ କରୁଛନ୍ତି ସମସ୍ତେ ।
ଅଧିକ ପଢନ୍ତୁ ଭାରତ ଖବର
ଅର୍ଗସ ବ୍ୟୁରୋ: ଜାମ୍ମୁ କାଶ୍ମୀର ପୁଞ୍ଚ୍ରେ IAF କନ୍ଭଏ ଉପରେ ଆତଙ୍କବାଦୀ ହମଲା ହୋଇଛି। ଆତଙ୍କୀ ହମ୍ଲାରେ ଯବାନ ଗୁରୁତର ହୋଇଥିବା ସୂଚନା ରହିଛି।ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟ୍ ପକ୍ଷରୁ କର୍ଡନ କରି ଜୋରଦାର ତଲାସୀ। ଏହି ଆକ୍ରମଣରେ ଅନେକ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଏହି ଆକ୍ରମଣ ସୁରନକୋଟର ସନାଇ ଗାଁରେ ହୋଇଛି । ଭାରତୀୟ ସେନା ଓ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି ।
ଅଧିକ ପଢ଼ନ୍ତୁ ଦେଶ ଖବର: