ସଂକ୍ରମଣ ଯେପରି ନ ବ୍ୟାପେ ସେଥିଲାଗି ଆବଶ୍ୟକ ପଦକ୍ଷେପ ନିଆଯାଉ । କିଛି ରାଜ୍ୟରେ ସଂକ୍ରମଣ ବଢ଼ିବାରୁ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ଏଣୁ ଅଧିକ ବ୍ୟାପିବା ଆଶଙ୍କା କରି ସତର୍କ ରହିବାକୁ ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର। ନିୟମିତ ଭାବେ ପରୀକ୍ଷା, ସ୍କ୍ରିନିଂ, ଟିକାକରଣ ଜାରି ରଖିବାକୁ ରାଜ୍ୟଗୁଡ଼ିକୁ କୁହାଯାଇଛି।
କୋରୋନା ଅପଡେଟ ଖବର ପଢନ୍ତୁ ।
ପୁଣି ବଢିଲା କରୋନା ସଂକ୍ରମଣ, ସତର୍କ ରହିବାକୁ 5 ରାଜ୍ୟକୁ କେନ୍ଦ୍ର ସରକାରଙ୍କ ଚିଠି

ଅର୍ଗସ ବ୍ୟୁରୋ: ପୁଣି ବଢ଼ିଲା କରୋନା ସଂକ୍ରମଣ । ତାମିଲନାଡୁ, କେରଳ, ତେଲେଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧି ପରେ କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି । ଏହାସହ ସଂକ୍ରମଣ ରୋକିବା ଓ ନିୟନ୍ତ୍ରଣ କରିବା ଲାଗି ସଜାଗ ଓ ସତର୍କ ରହିବାକୁ କେନ୍ଦ୍ର ସରକାର ୫ ରାଜ୍ୟ ସରକାରଙ୍କୁ କହିଛନ୍ତି । ଏନେଇ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଜଣାଇଛନ୍ତି ।
ଚଳିତ ବର୍ଷ ବାତ୍ୟା ଆଶଙ୍କା ଅଧିକ: ପାଣିପାଗ ବିଭାଗ

ଅର୍ଗସ୍ ବ୍ୟୁରୋ : ଏ ବର୍ଷ ବାତ୍ୟା ଆଶଙ୍କା ଅଧିକ। ଏପରିକି ଚଳିତ ବର୍ଷ ଅଧିକ ବାତ୍ୟା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୦୨୦ରୁ ଆରମ୍ଭ ହୋଇଥିବା ଲା-ନିନୋର ପ୍ରଭାବ ଚଳିତ ବର୍ଷ ମଧ୍ୟ ଜାରି ରହିଛି । ଯାହାର ପ୍ରଭାବରେ ଚଳିତ ବର୍ଷ ବାତ୍ୟାର ଆଶଙ୍କା ଅଧିକ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଲା-ନିନୋ ଥଣ୍ତା ସାମୁଦ୍ରିକ ଜଳକୁ କୁହାଯାଏ
Download Argus News App
