ଏହାପରେ ତୁରନ୍ତ ଡେସିବି ଲଗାଇ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଦୁର୍ଘଟଣାରେ କିଛି ଲୋକ ଆହତ ମଧ୍ୟ ହୋଇଛନ୍ତି ।ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ୭ ଜଣଙ୍କ ମଧ୍ୟରୁ ୬ ଜଣ ମହିଳା ଥିବା ବେଳେ ଜଣେ ପୁରୁଷ ରହିଛନ୍ତି। ବର୍ତ୍ତମାନ ସୁଧା ମିଳିଥିବା ଖବର ଅନୁସାରେ, ଦୁଇଜଣ ଗ୍ରାମବାସୀଙ୍କୁ ଉଦ୍ଧାର କରାଯାଇଛି।