ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ନୀଫି ରିଓଙ୍କ ଶପଥ ଗ୍ରହଣ ସମାରୋହରେ ମଧ ଯୋଗ ଦେଇଛନ୍ତି ।
ମେଘାଳୟରେ ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ କନରାଡ ସାଙ୍ଗମା

ଅର୍ଗସ ବ୍ୟୁରୋ: ମେଘାଳୟରେ ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ କନରାଡ ସାଙ୍ଗମା । ଲଗାତାର ଦ୍ବିତୀୟ ଥର ପାଇଁ ମେଘାଳୟର ମୁଖ୍ୟମନ୍ତ୍ରୀ ଭାବେ କୋନରାଡ ସାଙ୍ଗମା ଶପଥ ଗ୍ରହଣ କରିଛନ୍ତି । ତାଙ୍କ ସହିତ ୨ ଡେପୁଟି ସିଏମ୍ ମଧ୍ୟ ଶପଥ ଗ୍ରହଣ କରିଛନ୍ତି ।
Download Argus News App
