ସ୍ଵାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁଯାୟୀ, ଦେଶରେ ଏବେ ସୁଦ୍ଧା ୬୫ ଲକ୍ଷ ୯୭ ହଜାର ୨୧୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୭ ଲକ୍ଷ ୮୩ ହଜାର ୩୧୧ ସକ୍ରିୟ ସଂକ୍ରମିତ ଅଛନ୍ତି। ଏଯାବତ୍ ୧,୧୪,୦୩୧ଙ୍କର କରୋନା ଜନିତ ମୃତ୍ୟୁ ଘଟିଛି।
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ ହଜାର ୮୭୧ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଅର୍ଗସ ବ୍ୟୁରୋ : ଦେଶରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୧ ହଜାର ୮୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧କ ହଜାର ୩୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି। ଦେଶରେ ଏବେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪ ଲକ୍ଷ ୯୪ ହଜାର ୫୫୨ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
Download Argus News App
