ଶୁକ୍ରବାର ଦିନକ ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଘଣ୍ଟା ପିଛା ୮୫କିମି ବେଗରେ ପବନ ବହିପାରେ। ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ କୁହାଯାଇଛି।
ଓଡିଶା ଖବର ଆହୁରି ପଢ଼ନ୍ତୁ ।
ଆସୁଛି ବାତ୍ୟା ମାଣ୍ଡୁସ୍, ସ୍କୁଲ, କଲେଜ ବନ୍ଦ

ଅର୍ଗସ ବ୍ୟୁରୋ: ଘନୀଭୂତ ହେଉଛି ବାତ୍ୟା ମାଣ୍ଡୁସ। ସନ୍ଧ୍ୟା ସୁଦ୍ଧା ଆହୁରି ଘନୀଭୂତ ହୋଇ ନେବ ଭୀଷଣ ବାତ୍ୟାର ରୂପ। ଉପକୂଳବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମାଣ୍ଡୁସ ଆଜି ଆନ୍ଧ୍ରପ୍ରଦେଶ ଓ ପୁଡୁଚେରୀ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।ବାତ୍ରା ମାଣ୍ଡୁସ୍ର ପ୍ରଭାବକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ୬ଟି ଜିଲ୍ଲାରେ ସ୍କୁଲ ଓ କଲେଜ ସମେତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
Download Argus News App
