Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ ମନୋଜ ଆହୁଜା
ମା'ଙ୍କ ପାଇଁ ଗଛ ଲଗାଇବାକୁ ଆହ୍ବାନ ଦେଲେ ମୋଦି
ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 111 ତମ ମନ୍ କୀ ବାତ୍ । ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ପ୍ରଥମ ମନ୍ କୀ ବାତ୍ କାର୍ଯ୍ୟକ୍ରମ । ସାଧାରଣ ନିର୍ବାଚନରେ ରେକର୍ଡ ମତଦାନ ପାଇଁ ବଧାଇ ଜଣାଇଲେ ମୋଦି। ଏହା ସହ ରଥଯାତ୍ରା ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ଜୀବନରେ ମା'ଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ
ଟ୍ରାଫିକ ପୋଲିସଙ୍କୁ ପିଟି ଦେଇ ପଳେଇଲା...
ଭୁବନେଶ୍ୱର: ନୟାପଲ୍ଲୀ ଥାନା କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ମୃତ୍ୟୁ ବରଣ କଲେ ଟ୍ରାଫିକ କର୍ମଚାରୀ । ଡ୍ୟୁଟି ସାରି ଫେରୁଥିବା ବେଳେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦ୍ରୁତ ଗତିରେ ଧକ୍କା ଦେଇ ଫେରାର ହୋଇଯାଇଛି ଦୁର୍ଘଟଣା ଘଟାଇଥିବା ଗାଡି । ଟ୍ରାଫିକ ପୋଲିସ ଜଣଙ୍କ ୟୁନିଫର୍ମ ରେ ଥିବା ବେଳେ ସେ ଚଲାଉଥିବା ପଲସର ଗାଡି ମଧ୍ୟ ଘଟଣାସ୍ଥଳର