ସୂଚନା ମୁତାବକ, ଶ୍ରୀନଗରରେ ଭାରତ ଯୋଡ଼ୋ ଯାତ୍ରା ଭାଷଣରେ ଯୌନ ଉତ୍ପୀଡ଼ନର ଶିକାର ହୋଇଥିବା ପୀଡ଼ିତାମାନଙ୍କ ସମ୍ବନ୍ଧରେ ଦେଇଥିବା ମନ୍ତବ୍ୟ ଉପରେ ସୂଚନା ସଂଗ୍ରହ କରିବା ଲାଗି ଆଜି ଦିଲ୍ଲୀର ସ୍ପେସାଲ ପୁଲିସ କମିସନର୍ ସାଗରପ୍ରୀତ ହୁଡାଙ୍କ ନେତୃତ୍ୱରେ ଏକ ଟିମ୍ ତାଙ୍କ ଘରେ ପହଞ୍ଚିଛି ।
ଅଧିକ ପଢନ୍ତୁ ଭାରତ ଖବର...